ସଇଁତଳା:ବ୍ୟାଙ୍କ୍ ସମ୍ମୁଖରୁ ଲୁଟ୍ପାଟ । ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଇଥିବା ବେଳେ କିଛି ଦୁର୍ବୃତ୍ତ ଦେଢଲକ୍ଷ ଟଙ୍କା ଲୁଟ୍ କରି ଫେରାର ହୋଇଯାଇଛନ୍ତି । ସିସିଟିଭି ଫୁଟେଜରୁ ସମସ୍ତ ଲୁଟ୍ର ଚିତ୍ର ସ୍ପଷ୍ଟ ହୋଇଛି । ଘଟଣା ଘଟିଛି ସଇଁତଳା ଶାସ୍ତ୍ରୀ ଛକ ନିକଟରେ । ବ୍ୟକ୍ତି ଜଣକ ଗାଡି ରଖି ବ୍ୟାଙ୍କ୍ ଭିତରକୁ ଗଲାବେଳେ ହଠତ୍ ଦୁର୍ବୃତ୍ତ ମାନେ ତାଙ୍କ ହାତରୁ ଟଙ୍କା ବ୍ୟାଗ୍ ଛଡାଇ ନେଇଥିଲେ । ଘଟଣା ସମୟରେ ଦୁର୍ବୃତ୍ତକୁ କାବୁ କରାଯାଇଥିଲେ ବି କୌଶଳକ୍ରମେ ଦୁର୍ବୃତ୍ତ ଫେରାର ହୋଇଯାଇଛି । ଘଟଣା ନେଇ ଟିଟିଲାଗଡ ଥାନାରେ ଏତଲା ଦିଆଯାଇଛି । ପୁଲିସ ପହଂଚି ବ୍ୟାଙ୍କ ନିକଟରେ ଥିବା ସିସିଟିଭ ଫୁଟେଜ ଯାଂଚ କରିଥିବା ବେଳେ ଅଧିକ ଛାନ୍ ଭିନ୍ ଜାରି ରଖିଛି ।
BREAKING NEWS
- ଗ୍ୟାଙ୍ଗଷ୍ଟାରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀର ମୃତ୍ୟୁ
- ବାପା, ମାଆ ସିଟରେ ଲଢ଼ିବେ ପୁଅ
- ମୁଜୀବ ଉର ରହେମାନଙ୍କ ସ୍ଥାନରେ ଏହି ୧୬ ବର୍ଷୀୟ ବୋଲରଙ୍କୁ ଦଳରେ ସାମିଲ କଲା କେକେଆର
- ଦୀପାଳି-ବର୍ଷା-ଅଳକା: କାହାକୁ ଟିକେଟ, କାହାର କଟିବ ?
- ପଦାର୍ପଣ ଡାଇମଣ୍ଡ ଲିଗରେ କମାଲ କରିବା ଲକ୍ଷ୍ୟରେ ଓଡିଶାର ଜାଭେଲିନ ଥ୍ରୋୟର କିଶୋର
- ପଦ୍ମ ଧରିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ
- ଭାରତୀୟ ହକି ଦଳକୁ ‘ପ୍ୟାରିସ୍ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଲା ଓସ୍ଜା
- ଦିନିକିଆ ବିଶ୍ୱକପ କ୍ରିକେଟ ୨୦୨୭: ଚ୍ୟାଲେଂଜ ଲିଗ ପାଇଁ ଟିମ ଘୋଷଣା
- ବିଜେଡ଼ି ଟିକେଟ ଘୋଷଣା ପରେ ଜଗା ଦର୍ଶନ ସହ ଆଶୀର୍ବାଦ ନେଲେ ପ୍ରଣବ ପ୍ରକାଶ ଓ ସଞ୍ଜୟ ଦାସବର୍ମା
- ରୋହିତଙ୍କ ପାଖକୁ ଫେରିବ କି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଦାୟିତ୍ୱ