Latest Odisha News

BREAKING NEWS

ଆଜି ଓ ଆସନ୍ତାକାଲି ଦୁଇ ଦିନ ରାଜ୍ୟରେ ବ୍ୟାଙ୍କ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ବନ୍ଦ ରହିବ ବ୍ୟାଙ୍କ । ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ଆଜି ଇଦ୍-ମିଲାଦ ପାଇଁ ରାଜ୍ୟରେ ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଂ ଅନୁଷ୍ଠାନ ବନ୍ଦ ରହିବ । ସେହିପରି ଆସନ୍ତାକାଲି ଗଜଲକ୍ଷ୍ମୀ ପୂଜା ପାଇଁ ବ୍ୟାଙ୍କ ବନ୍ଦ ରହିବ । ଏହିଦିନରେ କୁମାର ପୂର୍ଣ୍ଣିମା ବି ପାଳନ କରାଯାଏ ।

Leave A Reply

Your email address will not be published.