ମହାରାଷ୍ଟ୍ର: ଦେଶରେ କରୋନା ସଂକ୍ରମଣରେ ସବୁଠୁ ଶୀର୍ଷରେ ଥିବା ମହାରାଷ୍ଟ୍ରରେ ଖୋଲିଲା ସେଲୁନ୍ ଓ ବିଉଟି ପାର୍ଲର । ମିଶନ ବିଗିନ୍ ଏଗେନ ପର୍ଯ୍ୟାୟରେ ଆଜିଠାରୁ ଦୋକାନ ଓ ପାର୍ଲର ଖୋଲାଯାଇଛି ।
ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ, ବାରିକ ମାନେ କୋଭିଡ୍-୧୯ର ସମସ୍ତ ଗାଇଡଲାଇନ ମାନିବେ । ହାତରେ ଗ୍ଲୋବ୍ସ ଓ ଆପ୍ରନ ପିନ୍ଧିବେ । ମୁହଁରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଗ୍ରାହକଙ୍କ କାମ ସରିବା ପରେ ଚେୟାର ଓ ବ୍ୟବହାର ସାମଗ୍ରୀ ସାନିଟାଇଜ୍ କରାଯିବ । କେବଳ ମହାରାଷ୍ଟ୍ରରେ ଏଯାଏ ପାଖାପାଖି ୧ ଲକ୍ଷ ୬୦ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୃତ୍ୟୁସଂଖ୍ୟା ୭ ହଜାର ଅତିକ୍ରମ କରିସାରିଛି ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.