ଯାଜପୁର : କରୋନା ସଂକ୍ରମଣ ପାଇଁ ଯାଜପୁରରେ ଏଥର ହେବନି ବାରୁଣୀ ମେଳା । ରାଜ୍ୟରେ ଧିରେ ଧିରେ ସଂକ୍ରଣ ବ୍ୟାପୁଥିବାରୁ ଯାଜପୁରରେ ପ୍ରସିଦ୍ଧ ବାରୁଣୀ ମେଳାକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଯାଜପୁରରୁ ଚିହ୍ନଟ ହୋଇଛନ୍ତି ୧୩ ଜଣ ଆକ୍ରାନ୍ତ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ବୃଦ୍ଧି ପାଉଥିବାରୁ ଧର୍ମାନୁଷ୍ଠାନ ମାନଙ୍କରେ କଟକଣା ଲଗାଇଛି ପ୍ରଶାସନ ।
BREAKING NEWS
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
Comments are closed.