Latest Odisha News

BREAKING NEWS

ବସ୍ତା ବ୍ଲକ ବିଜେଡି ସଭାପତି ଅନୀଲ ମହାନ୍ତିଙ୍କ ଇସ୍ତଫା; କାରଣ…

ବାଲେଶ୍ୱର: ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି ଛାଡ଼ିଲେ ବିଜେଡି । ଅନିଲ କୁମାର ମହାନ୍ତି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି।

ବସ୍ତା ବିଧାୟିକା ସୁବାସିନୀ ଜେନାଙ୍କୁ ବିଜେଡିରୁ ନିଲମ୍ବନ କରାଯିବା ବିରୋଧରେ ସେ ବ୍ଲକ ସଭାପତି ଓ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ରହିଛି ।

୧୯୮୫ରୁ ଅନିଲ ମହାନ୍ତି ବିଜେଡିର ଜଣେ ଶୃଙ୍ଖଳିତ କର୍ମୀ ଭାବେ କାର୍ଯ୍ୟ କରିଆସୁଥିଲେ । ତିନି ତିନି ଥର ବ୍ଲକ ସଭାପତି ଦାୟିତ୍ୱରେ ରହିଥିଲେ ।

Leave A Reply

Your email address will not be published.