ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଓ ମହିଳା ଟି୨୦ କ୍ରିକେଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଏହି ଗସ୍ତରେ ଦକ୍ଷିଣ ଆଫ୍ରିକା ୫ ଦିନିକିଆର ଏବଂ ୩ଟି ଟି୨୦ ମ୍ୟାଚ ଖେଳିବ । ସମସ୍ତ ମ୍ୟାଚ ଲକ୍ଷ୍ନୌରେ ଖେଳାଯିବ । ସମସ୍ତ ଖେଳାଳିଙ୍କୁ ୫ ଦିନ କ୍ୱାରେଂଟାଇନରେ ରଖାଯିବ ।
ଭାରତୀୟ ମହିଳା ଟିମ୍ (ଦିନିକିଆ):ମିଥାଲୀ ରାଜ (ଅଧିନାୟିକା), ସ୍ମୃତି ମାନ୍ଧାନା, ଜେମିମା ରୋଡ୍ରିଗ୍ୟୁଜ, ପୁନମ ରାଉତ, ପ୍ରିୟା ପୁନିଆ, ୟାସିକା ଭାଟିଆ, ହରମନପ୍ରୀତ କୌର, ଡି.ହେମଲତା, ଦୀପ୍ତି ଶର୍ମା, ସୁଷମା ବର୍ମା, ଶ୍ୱେତା ବର୍ମା, ରାଧା ଯାଦବ, ରାଜେଶ୍ୱରୀ ଗାଏକ୍ୱାଡ, ଝୁଲଣ ଗୋସ୍ୱାମୀ, ମାନସୀ ଯୋଶୀ, ପୁନମ ଯାଦବ, ସି.ପ୍ରତ୍ୟୁଷା, ମୋନିକା ପଟେଲ ।
ଟି୨୦ ଟିମ୍: ହରମନପ୍ରୀତ କୌର (ଅଧିନାୟିକା), ସ୍ମୃତି ମାନ୍ଧାନା, ଶେଫାଳୀ ବର୍ମା, ଜେମିମା ରୋଡ୍ରିଗ୍ୟୁଜ, ଦୀପ୍ତି ଶର୍ମା, ଋଚା ଘୋଷ, ହରଲିନ ଦେଓଲ, ସୁଷମା ବର୍ମା, ନୁଜହନ ପରବୀନ, ଆୟୁଷୀ ସୋନୀ, ଅରୁନ୍ଧତି ରେଡ୍ଡୀ, ରାଧା ଯାଦବ, ରାଜେଶ୍ୱରୀ ଗାୟକ୍ୱାଡ, ପୁନମ ଯାଦବ, ମାନସୀ ଯୋଶୀ, ମୋନିକା ପଟେଲ,ସି.ପ୍ରତ୍ୟୁଷା, ସିମରନ ଦିଲବାହାଦୂର ।
BREAKING NEWS
- ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ଯୋଗଦେବା ନେଇ ଚର୍ଚ୍ଚା
- ପୁରୀରେ ଅସମ୍ଭାଳ ଭିଡ଼; ପଶ୍ଚିମଦ୍ୱାରରେ ଲମ୍ବା ଲାଇନ୍, ତାତିରେ କଲବଲ ଭକ୍ତ
- ଏତିକି ବେଳୁ ଜଳିଲାଣି ପୁରା ଓଡିଶା, ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ମୁହାଁ
- ଭୋଟରଙ୍କୁ ପ୍ରଭାବିତ କରିବାକୁ ହୀନ ଉଦ୍ୟମ, କୋଟିଆରେ ଡ଼ିଜିଟାଲ ମିଟର ଲଗାଇଲା ଆନ୍ଧ୍ର
- କେଜ୍ରିୱାଲଙ୍କ ପାଇଁ କେଜ୍ରିୱାଲ କୋ ଆଶୀର୍ବାଦ ଅଭିଯାନ ଆରମ୍ଭ କଲେ ସୁନୀତା
- ନିର୍ବାଚନ ପୂର୍ବରୁ ଫେସବୁକରୁ ଏହି ଫିଚର୍ସ ହଟାଇବାକୁ ମେଟାର ନିଷ୍ପତ୍ତି, ରାଜନୈତିକ ଦଳ ଉପରେ ପଡିବ ପ୍ରଭାବ
- ସମ୍ବଲପୁର ମାଟିରେ ପ୍ରଣବ; କହିଲେ, ‘ବାପାଙ୍କର କର୍ମଭୁମି ଥିବାରୁ ଆଜି ମୋ ଘରେ ଠିଆ ହେବା ପରି ଲାଗୁଛି’
- ସୁରେନ୍ଦ୍ର ସିଂ ଭୋଇ ହେବେ ବିଜେଡିର ବଲାଙ୍ଗିର ସାଂସଦ ପ୍ରାର୍ଥୀ !
- ମୁଖତାରୀ ଅନସାରୀ ମୃତ୍ୟୁ ମାମଲା, ହାଇଆଲର୍ଟରେ ୟୁପି
- ବିହାରରେ ଛିଣ୍ଡିଲା ଆରଜେଡି ଓ କଂଗ୍ରେସ ଆସନ ଭାଗବଣ୍ଟା, ୨୬ଟି ଆସନରେ ଆରଜେଡି