Latest Odisha News

BREAKING NEWS

ବିଡିଏର ୩୮ ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ବିଡିଏର ୩୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । କରୋନା କଟକଣା ଥିବାରୁ ଚଳିତ ବର୍ଷ ନିରାଡମ୍ବର ଭାବେ ଆୟୋଜିତ କାର୍ଯ୍ୟକ୍ରମରେ ବିଡିଏ ଉପାଧ୍ୟକ୍ଷ ପ୍ରେମଚନ୍ଦ୍ର ଚୌଧୁରୀ ବାର୍ଷିକ ବିବରଣୀ ପୁସ୍ତିକା ଉନ୍ମୋଚନ କରିଥିଲେ । ଏହି ଅବସରରେ ବିଡିଏ ସଚିବ ହରିଶ ଚନ୍ଦ୍ର ନାୟକ, ମୁଖ୍ୟଯନ୍ତ୍ରୀ ରାଜେନ୍ଦ୍ର କୁମାର ନାୟକ, ଯୋଜନା ସଦସ୍ୟ ଗୌରୀଶଙ୍କର ଭୂୟାଁ ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଦଶମ ଶ୍ରେଣୀରେ ୯୦ ପ୍ରତିଶତରୁ ଅଧିକ ରଖିଥିବା କର୍ମଚାରୀଙ୍କ ପିଲାମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ୫ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.