ଯାଜପୁର : ଗାଁ ଦାଣ୍ଡରେ ବୁଲୁଛି ଭାଲୁ । ଭୟରେ ଗ୍ରାମବାସୀ । ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ଗ୍ରାମରେ ଦେଖିବାକୁ ମିଳିଛି ଏପରି କିଛି ଦୃଶ୍ୟ । ଗତ ଦୁଇ ଦିନ ହେବ ବିଳମ୍ବିତ ରାତିରେ ଗାଁ ଦାଣ୍ଡରେ ଏକ ଭାଲୁ ବୁଲୁଥିବାର ଦେଖିବାକୁ ମିଳୁଛି । ଯାହାକୁ ନେଇ ଗାଁ ଲୋକ ଭୟଭୀତ ଅବସ୍ଥାରେ ଅଛନ୍ତି । ଗାଁ ଦାଣ୍ଡ ଭାଲୁ ବୁଲୁଥିବା ବେଳେ, ଖାଦ୍ୟ ଅନ୍ବେଷଣରେ ଭାଲୁଟି ପାଖ ଜଙ୍ଗଲରୁ ଗାଁ ଭିତରକୁ ପଶି ଆସିଥିବା ସନ୍ଦେହ କରାଯାଉଛି । ଗାଁର କିଛି ଯୁବକ ଭାଲୁ ବୁଲୁଥିବାର ଦେଖିଥିଲେ । ଏନେଇ ବନ ବିଭାଗକୁ ଖବର ଦେଇଛନ୍ତି ଗ୍ରାମବାସୀ । ଭାଲୁ ଯେତେଶୀଘ୍ର କାବୁ କରି ଅନ୍ୟତ୍ର ଛାଡିବାକୁ ଗ୍ରାମବାସୀ ଦାବି କରିଛନ୍ତି ।
BREAKING NEWS
- Maoist Surrender:ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;ବାଙ୍କୋ ଖଣି ବିସ୍ଫୋରକ ଲୁଟ୍ ଘଟଣାରେ ଥିଲେ ଜଡିତ
- Nandankanan: ନନ୍ଦନକାନନକୁ ଆସିଲେ ଅତିଥି: ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁ ପ୍ରଜାତି ୧୭୯କୁ ବୃଦ୍ଧି
- ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ
- ବିଶ୍ୱରେ ତେଲ ପାଇଁ ସଂଘର୍ଷ ୧୯୭୩ ସଙ୍କଟର ହେବ କି ପୁନରାବୃତ୍ତି ?
- Gang Rape: ଲିଫ୍ଟ ଦେବା ଆଳରେ ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ
- ପେଟ୍ରୋଲ ରପ୍ତାନି ଉପରେ ରୁଷର କଟକଣା କେତେ ପ୍ରଭାବିତ ହେବ ଭାରତ ?
- ପୁଣି ଉଠିଲା ଏସ୍ସିବି ପ୍ରସଙ୍ଗ, ବିଧାନସଭାରେ ଅଚଳ ଅଚଳାବସ୍ଥା
- ବିଧାନ ପରିଷଦରୁ ଇସ୍ତଫା ଦେଲେ ନୀତିଶ କୁମାର
- ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
- ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଚତୁର୍ଥ ଦଫା ରଥ କାଠ
Comments are closed.