ଆଟେଂୱର୍ପ: କୋଭିଡ-୧୯ ମହାମାରୀ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହାର ମୁକାବିଲା କରିବା ସହ କିପରି ଭଲରେ ସମୟ ଅତିବାହିତ କରିହେବ ସେ ନେଇ ବିଭିନ୍ନ କୌଶଳର ପ୍ରୟୋଗ ଆରମ୍ଭ ହୋଇଛି । ବେଲଜିୟମର ଆଟେଂୱର୍ପରେ ଟ୍ରି ଟେଂଟ (ଗଛ ଉପରେ ଝୁଲନ୍ତା ତମ୍ବୁ) ଲୋକଙ୍କୁ ବେଶ୍ ପସନ୍ଦ ଆସୁଛି । ସାମାଜିକ ଦୂରତା ନିୟମ ଅବଲମ୍ବନ କରାଯିବା ସହ ଲୋକମାନେ ମଉଜ କରିବାକୁ ସୁବିଧା ପାଉଛନ୍ତି । ନେଦରଲ୍ୟାଣ୍ଡର ଡିଜାଇନର ଡ୍ରେ ୱେପନର ଏହାକୁ ପ୍ରସ୍ତୁତ କରିଛନ୍ତି ।
ଜଙ୍ଗଲ ମଧ୍ୟରେ ବଡ ବଡ ଗଛ ଉପରେ ସମସ୍ତ ପ୍ରକାର ସୁବିଧା ସୁଯୋଗ ରଖାଯାଇ ଏହି ଝୁଲନ୍ତା ତମ୍ବୁ ପ୍ରସ୍ତୁତ କରାଯାଇଛି । ଗଛ ଉପରେ ଚଢ଼ିବା ପାଇଁ ସିଢ଼ିର ବ୍ୟବସ୍ଥା କରାଯାଇଛି । ପ୍ରାକୃତିକ ପରିବେଶର ନୀରବତା ମଧ୍ୟରେ ନିଜର ନିକଟତମ ଲୋକ ସହ ଗଛ ଉପରେ ରହିବା ଅନୁଭୂତି ସେମାନଙ୍କ ପାଇଁ ନୂତନ ଅଭିଜ୍ଞତା ଆଣୁଛି ।
BREAKING NEWS
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
- ୬୪ ଚାଲର ମହାରଥୀ ବିଶ୍ୱନାଥନ କିଟରେ ଉଦଘାଟନ କଲେ ଚେସ ମହାକୁମ୍ଭ
- ଓଡ଼ିଶାରେ ବକ୍ସାଇଟ୍ ସନ୍ଧାନ ଏବଂ ଅନୁସନ୍ଧାନ; ସାଟେଲାଇଟ୍ ଆଧାରିତ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ଆଇଆଇଟି ଭୁବନେଶ୍ୱର ପୁରସ୍କୃତ
- ହ୍ରିତିକ ଅଭିନୀତ କାବିଲ ଫିଲ୍ମର ସୀକ୍ୱେଲ ନେଇ ପ୍ରଶଂସକଙ୍କୁ ଦ୍ୱନ୍ଦ୍ୱରେ ପକାଇଲେ ନିର୍ଦ୍ଦେଶକ
Comments are closed.