ଭୁବନେଶ୍ବର : ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବର ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବାପରେ ସେଠାରୁ ପୁରୀ ଯାଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଅପରାହ୍ମରେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବେ ମମତା । ମମତା ବାନାର୍ଜୀଙ୍କ ମହାପ୍ରଭୂଙ୍କୁ ଦର୍ଶନ ସମୟରେ ସମସ୍ତ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ ବୋଲି କହିଛି ଜିଲ୍ଲା ପ୍ରସାଶନ। ପ୍ରୋଟୋକଲ ଅନୁସାରେ ପଶ୍ଚିମବଙ୍ଗ ପୋଲିସ ଏବଂ କମିଶନରେଟ ପୋଲିସ୍ ସହ ଆଲୋଚନା କରାଯାଇ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ବୋଲି ପୁରୀ ଏସପି କହିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗସ୍ତ ଲାଗି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ତା କରାଯାଇଥିବା କହିଛନ୍ତି ଏସପି ।ଶ୍ରୀଜିଉଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ପରେ ପୁରୀରେ ଦ୍ବିତୀୟ ଦିନ, ଅର୍ଥାତ ବୁଧବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାତ୍ରୀଯାପନ କରିବେ ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ


Comments are closed.