ନୂଆଦିଲ୍ଲୀ: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ପରେ ଏହା ରାଜନୀତିର କେନ୍ଦ୍ରବିନ୍ଦୁ ପାଲଟିଛି । ଏହି ଦୁର୍ଘଟଣା ପରେ ଟିଏମସି- ବିଜେପି ମୁହାଁମୁହିଁ ହେବା ସହିତ ବହୁ ତର୍କ ବିତର୍କ ଲାଗିରହିଛି । ତେବେ ମେସିଙ୍କ କାର୍ଯ୍ୟକ୍ରମ ବିଭ୍ରାଟ ପରେଇସ୍ତଫା ଦେଲେ ବେଙ୍ଗଲ କ୍ରୀଡ଼ାମନ୍ତ୍ରୀ ଅରୁପ ବିଶ୍ବାସ । ବେଙ୍ଗଲ ପୋଲିସ ମହାନିର୍ଦ୍ଦେଶକ, ବିଧାନନଗର ପୋଲିସ କମିଶନର ଉଭୟଙ୍କୁ ୨୪ ଘଣ୍ଟା ମଧ୍ୟରେ କାରଣ ଦର୍ଶାଅ ରିପୋର୍ଟ କରିବାକୁ ନିର୍ଦ୍ଦେଶ । ବିଧାନନଗର ଡିସିପି ସସ୍ପେଣ୍ଡ୍ ହେବା ସହିତ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି ।
BREAKING NEWS
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
Comments are closed.