ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜେଡ଼ି ପ୍ରାର୍ଥୀ ଚନ୍ଦ୍ରଶେଖର ସାହୁ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କୁ ୯୪୮୪୪ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି । ଚନ୍ଦ୍ରଶେଖର ସାହୁ ସମୁଦାୟ ୪୪୩୮୪୩ ଭୋଟ୍ ପାଇଥିବାବେଳେ ଭୃଗୁ ବକ୍ସିପାତ୍ରଙ୍କୁ ମିଳିଛି ୩୪୮୯୯୯ଟି ଭୋଟ୍ । କଂଗ୍ରେସ ପ୍ରାର୍ଥୀ ଭି. ଚନ୍ଦ୍ରଶେଖର ନାଇଡୁ ୧୪୨୬୩୨ଟି ଭୋଟ୍ ପାଇ ତୃତୀୟ ସ୍ଥାନରେ ଅଛନ୍ତି ।
BREAKING NEWS
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
Comments are closed.