ଭଦ୍ରକ: କରୋନା କଟକଣା ଭାଙ୍ଗିବା ଜଣେ ଦୋକାନୀଙ୍କୁ ମହଙ୍ଗା ପଡିଛି । ଭଦ୍ରକ ସାହାପୁର ଛକରେ ସିମେଂଟ ଦୋକାନରେ ଚଢ଼ାଉ କରି ଜଣେ ଦୋକାନୀଙ୍କୁ ପୋଲିସ ଗିରଫ କରିଛି । ଗିରଫ ପରେ ସମ୍ପୃକ୍ତ ଦୋକାନୀଙ୍କୁ କୋର୍ଟ ଚାଲାଣ କରାଯାଇଛି ।
ଓଡିଶା ସରକାର କରୋନା ମୁକାବିଲା ପାଇଁ ଚାରିଆଡେ ଲକ ଡାଉନ ଘୋଷଣା କରିଛନ୍ତି । ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡି ଅନ୍ୟ ସବୁ ଦୋକାନଗୁଡିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ କିଛି ଦୋକାନୀ ସରକାରଙ୍କ ନିୟମକୁ ନମାନି ଦୋକାନ ଖୋଲୁଥିବାରୁ ପୋଲିସ ତାଙ୍କ ବିରୋଧ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।
BREAKING NEWS
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଏହି ଦିନ ରିଲିଜ ହେବ “ମାଳିପୁଟ ମେଲୋଡିଜ୍”;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ
- ସମୁଦ୍ରରେ ବୁଡ଼ିଲା ମାଲବାହୀ ଜାହାଜ, କୋର୍ଟରେ ପହଞ୍ଚିଲା ମାମଲା: ନ୍ୟାୟ ମାଗିଲା କ୍ଷତିଗ୍ରସ୍ତ ସଂସ୍ଥା
- ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ଧରିଲା ଭିଜିଲାନ୍ସ: ୧.୧୫ କୋଟି ଆତ୍ମସାତ୍ ମାମଲାରେ ଜୁନିୟର ଆସିଷ୍ଟାଣ୍ଟ ଗିରଫ
- ଆଲୋଚନା ମାଧ୍ୟମରେ ଭାରତ – ବାଂଲାଦେଶ ବିବାଦର ସମାଧାନ କର : ବାଂଲା ରାଷ୍ଟ୍ରପତି
- ଏସୀୟ କ୍ରୀଡ଼ା ୨୦୨୬: ପୁଣି ନୀଳ ଜର୍ସି ପିନ୍ଧି ଓହ୍ଲାଇବ ଭାରତୀୟ ହକି ଦଳ

Comments are closed.