Latest Odisha News

BREAKING NEWS

ଭାରତ ବନ୍ଦ ଲାଗି ଘୁଞ୍ଚିଲା ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ତାରିଖ

ଭୁବନେଶ୍ୱର: ‘ଭାରତ ବନ୍ଦ’ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା  (ଓପିଏସସି) ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି।

ସୂଚନା ଅନୁଯାୟୀ ଚାଷୀ ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେଉଥିବା ବେଳେ ଆସନ୍ତା କାଲି ଭାରତ ବନ୍ଦ ଡାକରା ଦିଆଯାଇଛି।

ଏହାକୁ ଦୃଷ୍ଟିରେ ରଖି ୮ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ପ୍ରଶାସନିକ ସେବା (ମୁଖ୍ୟ) ପରୀକ୍ଷାକୁ ଜାନୁଆରି ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି ।

ତେବେ ଜାନୁଆରୀ ୨ ତାରିଖରେ ପୁନଃ ନିର୍ଦ୍ଧାରିତ ସ୍ଥାନରେ ପରୀକ୍ଷା ହେବ ବୋଲି ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Comments are closed.