ପାରାଦୀପ: ଭାରତୀୟ ବନ୍ଦର ମଜଦୁର ସଂଘର ଦୁଇଦିନିଆ କର୍ମଶାଳା ପାରାଦୀପଠାରେ ଉଦଘାଟିତ ହୋଇଯାଇଛି । ଭାରତର ବିଭିନ୍ନ ବନ୍ଦରରେ ଥିବା ଶ୍ରମିକ ସଂଗଠନର ମୁଖ୍ୟ ଏଥିରେ ଯୋଗ ଦେଇଛନ୍ତି । ଶ୍ରମିକମାନଙ୍କ ସ୍ୱାର୍ଥ ପାଇଁ ଶ୍ରମିକ ସଂଗଠନ ମାନେ ସବୁବେଳେ ପ୍ରୟାସ କରୁଛନ୍ତି । କିନ୍ତୁ ବନ୍ଦର ପ୍ରଶାସନ ସବୁବେଳେ ଶ୍ରମିକଙ୍କ ସ୍ୱାର୍ଥକୁ ସମ୍ପୂର୍ଣ୍ଣ ଅଣଦେଖା କରୁଛନ୍ତି । ଏହି କର୍ମଶାଳା ମାଧ୍ୟମରେ ସମସ୍ତ ସମସ୍ୟା ଓ ଏହାର ସମାଧାନ କରିବାର ସୁତ୍ର ବାହାର କରିବା ନେଇ ଆଲୋଚନା ହୋଇଛି । ଏହି ଦୁଇଦିନିଆ କର୍ମଶାଳାରେ ଏଦିଗରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରିବେ ଶ୍ରମିକ ସଂଗଠନର ମୁଖ୍ୟ ।
BREAKING NEWS
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ
- ରେଳ ଯାତ୍ରୀଙ୍କ ପାଇଁ ଜରୁରୀ ସୂଚନା: ୩ ଦିନ ପାଇଁ ରାସ୍ତା ମଝିରୁ ଫେରିବ ଏକାଧିକ ମେମୁ ଟ୍ରେନ୍
- ଭାରତକୁ ଫେରିବ ଫର୍ମୂଲା ୱାନ: ସରକାର ଗଠନ କଲେ ଟାସ୍କ ଫୋର୍ସ
- ଚଳିତ ମୌସୁମୀରେ ନୂଆ ରେକର୍ଡ: ବଙ୍ଗୋପସାଗରରେ ସୃଷ୍ଟି ହେଲାଣି ୧୧ଟି ଲଘୁଚାପ
- ମହଙ୍ଗା ଜାଲରେ ଛନ୍ଦି ହେଲାଣି ମଧ୍ୟବିତ୍ତ ପରିବାର: ଦରଦାମ ନିୟନ୍ତ୍ରଣ କରିବାରେ ପ୍ରଶାସନ ଫେଲ୍!
- ଏମକେସିଜି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ
- ଟି୨୦ ଆନ୍ତର୍ଜାତୀୟରେ ଜସପ୍ରୀତ ବୁମରାଙ୍କ ବିଶ୍ୱ ରେକର୍ଡ
- ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା ହାଉସ କୋର୍ଟ
- ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

Comments are closed.