କେନ୍ଦ୍ରାପଡ଼ା: ଆସନ୍ତା ୧୫ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ପ୍ରାଣୀ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ଜାନୁଆରୀ ୨୩ ଯାଏ ୯ ଦିନ ବନ୍ଦ ରହିବ । ୨୨ଟି ଟିମ୍ କୁମ୍ଭୀର ଗଣନା କାର୍ଯ୍ୟରେ ନିୟୋଜିତ ହେବେ । ଏହି ସମୟରେ ଯେଭଳି କୌଣସି ପ୍ରକାର ଅସୁବିଧା ନହେବ ସେଥିପାଇଁ ଜାତୀୟ ଉଦ୍ୟାନ ଭିତରକୁ ପର୍ଯ୍ୟଟକଙ୍କ ପ୍ରବେଶକୁ ବନ୍ଦ କରାଯାଇଛି ।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.