Latest Odisha News

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

କେନ୍ଦ୍ରାପଡ଼ା: ୧୦ ଦିନ ବନ୍ଦ ରହିବା ପରେ ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିଲା । ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବା ସହ ପକ୍ଷୀ ଗଣନା ଆରମ୍ଭ ହୋଇଛି । ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ଚାଲିଛି ପକ୍ଷୀ ଗଣନା ।

ଗତ ୨ ତାରିଖରୁ ବନ୍ଦ ରହିଥିଲା ଭିତରକନିକା ଜାତୀୟ ଉଦ୍ୟାନ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡ଼ିକରେ କୁମ୍ଭୀର ଗଣନା କରାଯାଇଥିଲା । ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା ହୋଇଥିଲା ।

Leave A Reply

Your email address will not be published.