ଭୁବନେଶ୍ୱର: ଦୁଇ ମାସ ପରେ ଆସନ୍ତା ୨୮ ତାରିଖରୁ ରୋଗୀଙ୍କ ପାଇଁ ଖୋଲିବ ଭୁବନେଶ୍ୱର ଏମ୍ସ ଓପିଡି । କୋଭିଡ୍ ସଂକ୍ରମଣ ହ୍ରାସ ପାଇବା ଓ ଏମ୍ସରେ କୋଭିଡ୍ ରୋଗୀଙ୍କ ସଂଖ୍ୟା କମିବା ପରେ ଏହି ନିଷ୍ପତ୍ତି ହୋଇଛି । ଫଳରେ ଏଣିକି ଓପିଡିରେ ଅଣକୋଭିଡ୍ ରୋଗୀଙ୍କ ଚିକିତ୍ସା ହୋଇ ପାରିବ । ଏମ୍ସରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସହ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ସଂକ୍ରମିତ ହେବା ପରେ ଏପ୍ରିଲ ୨୬ ତାରିଖରୁ ଓପିଡିରେ ରୋଗୀ ଚିକିତ୍ସା ବନ୍ଦ କରାଯାଇଥିଲା । ଓପିଡି ଖୋଲିବା ପରେ ବି ଏମ୍ସରେ ଟେଲି ମେଡିସିନ ସେବା ପୂର୍ବଭଳି ଜାରି ରହିବ । ଏଣିକି କେବଳ ହ୍ୱାଟ୍ସଆପ୍ ମାଧ୍ୟମରେ ରୋଗୀ କିମ୍ବା ସମ୍ପର୍କୀୟଙ୍କୁ ପରାମର୍ଶ ଦେବେ ଡାକ୍ତର ।
BREAKING NEWS
- ‘ଭିବି ଜି ରାମ ଜି’ ବିଲ୍ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ
- ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍ମା ଲାଗୁ କଲେ
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
Comments are closed.