ଭୁବନେଶ୍ୱର: ଦୁଇ ମାସ ପରେ ଆସନ୍ତା ୨୮ ତାରିଖରୁ ରୋଗୀଙ୍କ ପାଇଁ ଖୋଲିବ ଭୁବନେଶ୍ୱର ଏମ୍ସ ଓପିଡି । କୋଭିଡ୍ ସଂକ୍ରମଣ ହ୍ରାସ ପାଇବା ଓ ଏମ୍ସରେ କୋଭିଡ୍ ରୋଗୀଙ୍କ ସଂଖ୍ୟା କମିବା ପରେ ଏହି ନିଷ୍ପତ୍ତି ହୋଇଛି । ଫଳରେ ଏଣିକି ଓପିଡିରେ ଅଣକୋଭିଡ୍ ରୋଗୀଙ୍କ ଚିକିତ୍ସା ହୋଇ ପାରିବ । ଏମ୍ସରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସହ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ସଂକ୍ରମିତ ହେବା ପରେ ଏପ୍ରିଲ ୨୬ ତାରିଖରୁ ଓପିଡିରେ ରୋଗୀ ଚିକିତ୍ସା ବନ୍ଦ କରାଯାଇଥିଲା । ଓପିଡି ଖୋଲିବା ପରେ ବି ଏମ୍ସରେ ଟେଲି ମେଡିସିନ ସେବା ପୂର୍ବଭଳି ଜାରି ରହିବ । ଏଣିକି କେବଳ ହ୍ୱାଟ୍ସଆପ୍ ମାଧ୍ୟମରେ ରୋଗୀ କିମ୍ବା ସମ୍ପର୍କୀୟଙ୍କୁ ପରାମର୍ଶ ଦେବେ ଡାକ୍ତର ।
BREAKING NEWS
- ଭାରତକୁ ‘ଉଚ୍ଚଜାତି ହିନ୍ଦୁ ରାଷ୍ଟ୍ର’ କରିବା ପାଇଁ ଚାହୁଁଛି SIR: ନିର୍ମଳା ସୀତାରମଣଙ୍କ ସ୍ୱାମୀ ପରକଲା ପ୍ରଭାକର
- Modi Cabinet: ମୋଦୀ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି; ୬ ରବି ଫସଲର MSP ବଢ଼ିଲା, ଗ୍ରୀନ୍ ଏନର୍ଜି କରିଡରକୁ ମଞ୍ଜୁରୀ
- Koffee With Karan: ସିଜିନ୍-୯ ପରେ ଶୋ’ ଶେଷ, ଭାବବିହ୍ୱଳ ଭିଡିଓ ପୋଷ୍ଟ
- Chambal to UPSC: ଜେଜେ ଚମ୍ବଲର ଡକାୟତ! ନାତି ବାଛିଲେ ଅଲଗା ରାସ୍ତା; UPSCରେ ସଫଳ ହୋଇ ଏବେ ସିଭିଲ ସର୍ଭିସରେ
- ‘Save Democracy’: ବଡ ଘୋଷଣା କଲା ଇଣ୍ଡି ମେଣ୍ଟ, ଜିଲ୍ଲା ଜିଲ୍ଲାରେ ‘ଲୋକତନ୍ତ୍ର ବଞ୍ଜାଅ’ ଆନ୍ଦୋଳନ, ୬ରେ EC ଅଫିସ୍ ଘେରିବେ ବିରୋଧୀ ସାଂସଦ
- ଦିଲ୍ଲୀ ଦଙ୍ଗା ସମ୍ବନ୍ଧୀୟ UAPA ମାମଲା, ଉମର ଓ ସର୍ଜିଲଙ୍କୁ ମିଳିଲାନି ବେଲ୍
- ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା; ରୋଷେୟାକୁ ଗିରଫ କଲା ପୋଲିସ
- Fly Dubai Hijack Scare: ଜରୁରୀ ଅବତରଣ, ସେନାର ତଦନ୍ତ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ସହକାରୀ ନିର୍ଦ୍ଦେଶକଙ୍କ ରହିଛି ୪ କୋଠା, ୩୦ ପ୍ଲଟ…
- କିଚକେଶ୍ୱରୀ ମନ୍ଦିରର ଉନ୍ନତିକରଣ; କେନ୍ଦ୍ର ପକ୍ଷରୁ ୪୪.୯୧ କୋଟି ମଞ୍ଜୁର…

Comments are closed.