ଭୁବନେଶ୍ୱର: ଆଜି ଭୁବନେଶ୍ୱରର ୭୩ତମ ପ୍ରତିଷ୍ଠା ଦିବସ । ଆଜିର ଦିନରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ମାନ୍ୟତା । କରୋନା ଯୋଗୁ ଏବର୍ଷ ପ୍ରତିଷ୍ଠା ଦିବସ ନିରାଡମ୍ବର ଭାବରେ ପାଳନ ହୋଇଛି । ଏହି ଅବସରରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ବିଧାନସଭା ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକଠାରେ ମାଲ୍ୟାର୍ପଣ କରିଛନ୍ତି । ଏତିକିବେଳେ ଉପସ୍ଥିତ ଥିଲେ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଟଣୀ ବିଧାୟକ ସୁରେଶ ରାଉତରାୟ, ଖୋର୍ଦ୍ଧା ଜିଲାପାଳ ଓ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ।
୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ରାଜଧାନୀ ପ୍ରତିଷ୍ଠା ହୋଇଥିଲା । ମନ୍ଦିର ମାଳିନୀ ସହର ପାଇଛି ସ୍ମାର୍ଟ ସିଟିର ମାନ୍ୟତା । ବଢ଼ିଛି ରାଜଧାନୀର କଳେବର । ଭୁବନେଶ୍ୱରର ଜନସଂଖ୍ୟା ୧୫ ହଜାରରୁ ବଢ଼ି କୋଟିଏ ହେଲାଣି । ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ସୌନ୍ଦର୍ୟ୍ୟକରଣରେ ନୂଆ ରୂପ ପାଇଛି ଭୁବନେଶ୍ୱର । ଆଦୁନିକତାର ଚାକଚକ୍ୟ ଭିତରେ ଏଠାରେ ବଦଳିଛି ଲୋକଙ୍କ ଜୀବନଧାରଣ ମାନ । କଟକ, ପୁରୀ ଓ ଖୋର୍ଦ୍ଧା ଯାଏ ଲମ୍ବିଗଲାଣି ଭୁବନେଶ୍ୱର କାୟାକଳ୍ପ ।
BREAKING NEWS
- Men’s Hockey India League 2026: ଘରୋଇ ଗ୍ରାଉଣ୍ଡରେ କଳିଙ୍ଗ ଲାନସର୍ସର ବୃହତ ବିଜୟ, ଟପ୍ -୪ରେ ସ୍ଥାନ କଲା ପକ୍କା
- Mahanadi Water Dispute: ଛତିଶଗଡ଼ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି
- Cross-Border Arms Terror Module: ପାକିସ୍ତାନରୁ ପଠାଯାଇଥିବା ବିପୁଳ ଅସ୍ତ୍ରଶସ୍ତ୍ର ଉଦ୍ଧାର;କ୍ଷେତରେ ଲୁଚାଯାଇଥିଲା…
- ସସପେନ୍ସ ଭିତରେ ସସପେଣ୍ଡ୍…ହେଲେ କଳି ଗଲାଣି ବଳି
- Brown sugar Seized; ଚାଲିଥିଲା ବ୍ରାଉନସୁଗାର ଡିଲ୍; ମାଡ଼ି ବସିଲା ପୋଲିସ, ୨ ଗିରଫ
- ଇନ୍ଦୋରରେ ବ୍ୟାଟ୍ସମ୍ୟାନଙ୍କ ଭୂସ୍ୱର୍ଗରେ ଟିମ ଇଣ୍ଡିଆ ପଲା ଭାରୀ
- Phulbani Accident: ଦୁର୍ଘଟଣାରେ ଜଳିଗଲା ଅଟୋ-କାର୍;ଜଣେ ଜୀବନ୍ତ ଦଗ୍ଧ,ଗୁରୁତର ମେଡିକାଲ୍ରେ …
- ଖଣ୍ଡଗିରି ମେଳା ପାଇଁ ସ୍ବତନ୍ତ୍ର ପ୍ରସ୍ତୁତି; ଲାଗିବ ୧୦୦ ସିସିଟିଭି, ରହିବ ବ୍ୟାପକ ପୋଲିସ ବ୍ୟବସ୍ଥା
- ମ୍ୟାଚ ଜିତାଇବ ବୋଲି କହି ଫସିଲେ ତାନ୍ତ୍ରିକ: ଟିମ ହାରିଲା ଦେଲେ ୩୬ ଲକ୍ଷ
- ଶିବ ମନ୍ଦିର ଭିତରୁ ପୂଜକଙ୍କ ମୃତଦେହ ଉଦ୍ଧାର
Comments are closed.