Latest Odisha News

ଆକ୍ରାନ୍ତଙ୍କ ତୁଳନାରେ ରାଜଧାନୀରେ ବଢୁଛି ସୁସ୍ଥତାଙ୍କ ସଂଖ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରେ ଗୋଟିଏ ଦିନରେ ୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ୪୩ ସୁସ୍ଥ ହୋଇଛନ୍ତି।

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୬ ଓ ସ୍ଥାନୀୟ ଅଂଚଳରୁ ୨୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୮୬୮କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ସୁସ୍ଥ ହୋଇଛନ୍ତି ୩୦ ହଜାର ୨୪୧ ସଂକ୍ରମିତ । ରାଜ୍ୟରେ ୩୮୩ଟି ଆକ୍ଟିଭ୍ କେସ୍ ରହିଛି ।

Comments are closed.