Latest Odisha News

BREAKING NEWS

ଭୁବନେଶ୍ୱରରେ ହେବ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ 

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୨୦ ଡିସେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ଐତିହାସିକ କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।

ଶାସନ ଏବଂ ପ୍ରମୁଖ ସାର୍ବଜନୀନ କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା ଏଆଇକୁ ଗ୍ରହଣ କରିବା ଏବଂ ନିୟୋଜିତ କରିବାରେ ଏହା ଓଡ଼ିଶାକୁ ଦେଶର ଅଗ୍ରଣୀ ରାଜ୍ୟ ମଧ୍ୟରେ ସ୍ଥାନିତ କରିବ। ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଦ୍ୱାରା ଆୟୋଜିତ ଏହି ସମ୍ମିଳନୀ ଇଣ୍ଡିଆ ଏଆଇ ପ୍ରଭାବ ସମ୍ମିଳନୀ ୨୦୨୬ର ଏକ ପ୍ରାକ୍‌ କାର୍ଯ୍ୟକ୍ରମ ହେବ।

 

Comments are closed.