ଭୁବନେଶ୍ବର: ଅକ୍ଟୋବର ୨୯ ତାରିଖରୁ ଭୁବନେଶ୍ବର-ଗୌହାଟୀକୁ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଇଣ୍ଡିଗୋ ଏୟାର ଲାଇନ୍ସ ପକ୍ଷରୁ ଭୁବନେଶ୍ବରରୁ ଦୈନିକ ଗୌହାଟିକୁ ବିମାନ ଚଳାଚଳ କରିବ । ପ୍ରତିଦିନ ୧ଟା ୨୫ରେ ଭୁବନେଶ୍ବରରୁ ଛାଡି ୨ଟା ୫୫ ରେ ଗୌହାଟୀରେ ପହଞ୍ଚିବ । ସେହିପରି ୩ଟା ୫୦ରେ ଗୌହାଟୀରୁ ଛାଡି ୫ଟା ୨୦ରେ ଭୁବନେଶ୍ବରରେ ପହଞ୍ଚିବାର ସୂଚନା ରହିଛି ।
BREAKING NEWS
- Border 2 Tribute To Dharmendra:ବଢୁଛି ‘ବର୍ଡର ୨’ କ୍ରେଜ୍, ପ୍ରବୀଣ ଅଭିନେତା ଧର୍ମେନ୍ଦ୍ରଙ୍କୁ ଏମିତି ଭାବପ୍ରବଣ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପୁଅ ସନ୍ନି, ଫ୍ୟନ୍ସ ବି କହିଲେ…
- ଗଣତନ୍ତ୍ର ଦିବସ ପୂର୍ବରୁ ପୋଲିସକୁ ବଡ଼ ସଫଳତା: ପଞ୍ଜାବରୁ ୪ ଆତଙ୍କବାଦୀ ଗିରଫ
- ‘ବନ୍ଦେ ମାତରମ୍’ ଏହି ସମ୍ମାନ ଦେବା ପାଇଁ ମୋଦି ସରକାରଙ୍କ ଯୋଜନା
- ଗୋଟିଏ ଡିଲ୍, ୫ ଫାଇଦା: ଚୀନ୍ ଓ ଆମେରିକାକୁ ଲାଗିବ ଝଟକା
- Bangladesh former PM Sheikh Hasina: “ଆତଙ୍କବାଦୀଙ୍କ ଗଡ଼ ପାଲଟିଛି ବାଂଲାଦେଶ”
- ଶ୍ରୀମନ୍ଦିର ବାହାର କାଠ ନିକଟରେ ପୋଲିସ ମାଡ଼ରେ ନାବାଳକ ଗୁରୁତର
- Ama Bus Accident: ସ୍କୁଟିକୁ ଧକ୍କା ଦେଲା ଆମ ବସ୍, ଚାଳକ ଗୁରୁତର
- Men’s Hero Hockey India League2026: ଫାଇନଲରେ ଘରୋଇ ଦଳ କଳିଙ୍ଗ ଲାନସର୍ସ; ଆସନ୍ତାକାଲି କ୍ବାଲିଫାୟର-୨ ଲଢେଇ
- Puri Murder: ପୁରୀରେ ଜଘନ୍ୟ ହତ୍ୟାକାଣ୍ଡ, କାରଣ ଅସ୍ପଷ୍ଟ
- PM-KISAN: କୃଷକଙ୍କ ପାଇଁ ଖୁସି ଖବର, ଏଥର ଖାତାକୁ ଆସିବ ଅଧିକ ଟଙ୍କା!
Comments are closed.