ଭୁବନେଶ୍ବର: ଅକ୍ଟୋବର ୨୯ ତାରିଖରୁ ଭୁବନେଶ୍ବର-ଗୌହାଟୀକୁ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଇଣ୍ଡିଗୋ ଏୟାର ଲାଇନ୍ସ ପକ୍ଷରୁ ଭୁବନେଶ୍ବରରୁ ଦୈନିକ ଗୌହାଟିକୁ ବିମାନ ଚଳାଚଳ କରିବ । ପ୍ରତିଦିନ ୧ଟା ୨୫ରେ ଭୁବନେଶ୍ବରରୁ ଛାଡି ୨ଟା ୫୫ ରେ ଗୌହାଟୀରେ ପହଞ୍ଚିବ । ସେହିପରି ୩ଟା ୫୦ରେ ଗୌହାଟୀରୁ ଛାଡି ୫ଟା ୨୦ରେ ଭୁବନେଶ୍ବରରେ ପହଞ୍ଚିବାର ସୂଚନା ରହିଛି ।
BREAKING NEWS
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ

Comments are closed.