ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ୨୦୨୦ ବର୍ଷ ପାଇଁ ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି । ଏସିଆ ପୋଷ୍ଟ ଓ ଫେମ୍ ଇଣ୍ଡିଆ ପକ୍ଷରୁ ତାଙ୍କୁ ମନୋନୀତ କରାଯାଇଛି । ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହେବା ପରେ ଟ୍ୱିଟ୍ କରି ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି ସାଂସଦ ଅପରାଜିତା । ଭୁବନେଶ୍ୱର ଲୋକସଭା କ୍ଷେତ୍ରରୁ ପ୍ରଥମ ଥର ନିର୍ବାଚନ ଜିତି ସଂସଦକୁ ଯାଇଛନ୍ତି । ପ୍ରଶାସିକା ଚାକିରି ଛାଡ଼ି ରାଜନୀତିରେ ଯୋଗ ଦେଇଛନ୍ତି ଅପରାଜିତା ଷଡ଼ଙ୍ଗୀ ।
Glad to hear about the survey results by Asia Post and Fame India organizations yesterday.Being adjudged as Best Parliamentarian for my performance during last year strengthens my resolve to work for the people with renewed vigour.Lots to learn. Am grateful to all.I am humbled. pic.twitter.com/DUhb24FR56
— Aparajita Sarangi, Member of Parliament (@AprajitaSarangi) January 2, 2021
Comments are closed.