ଭୁବନେଶ୍ବର : ସ୍ମାର୍ଟସିଟି ପ୍ରତିଯୋଗିତାରେ ଭୁବନେଶ୍ବରକୁ ପୁଣି ଥରେ ପୁରସ୍କାର । ଇଣ୍ଡିଆନ ସ୍ମାର୍ଟ ସିଟି ଆଓ୍ୱାର୍ଡ ପ୍ରତିଯୋଗିତାରେ ଦୁଇଟି ପୁରସ୍କାର ହାସଲ କରିଛି ରାଜଧାନୀ ଭୁବନେଶ୍ୱର । କେନ୍ଦ୍ର ସରକାରଙ୍କ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଅନୁଷ୍ଠିତ ପ୍ରତିଯୋଗିତାରେ ଭାଗ ନେଇଥିଲେ ଦେଶର ୧୦୦ଟି ସହର । ଯେଉଁଥିରେ ଇନ୍ଦୋର ଓ ସୁରତକୁ ଶ୍ରେଷ୍ଠ ସ୍ମାର୍ଟ ସିଟି ପୁରସ୍କାର ପ୍ରଦାନ କରାଯାଇଛି । ସର୍ବଭାରତୀୟ ସ୍ତରରେ ହୋଇଥିବା ‘ସୋସିଆଲି ସ୍ମାର୍ଟ ଭୁବନେଶ୍ବର’ ଓ ମୋ ଭୁବନେଶ୍ବର ପୋର୍ଟାଲ ପାଇଁ ଭୁବନେଶ୍ବର ପୁରସ୍କୃତ ହୋଇଛି । ଓ୍ୱାଇ-ଫାଇ ବ୍ୟବସ୍ଥା, ପବ୍ଲିକ ଟ୍ରାନ୍ସପୋର୍ଟ, ଜନକଲ୍ୟାଣ ଯୋଜନା ଭଳି ବିଭିନ୍ନ ବ୍ୟବସ୍ଥା ପାଇଁ ଭୁବନେଶ୍ବର ଅନ୍ୟ ସହର ତୁଳନାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.