ଭୁବନେଶ୍ୱର: ଭୁବନେଶ୍ୱରରେ ୩ଦିନ ଧର୍ମାନୁଷ୍ଠାନ ବନ୍ଦ ରହିବ । ବିଏମସି ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ । କାଲିଠୁ ୨ ତାରିଖ ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଧର୍ମାନୁଷ୍ଠାନ । ଓମିକ୍ରନ ସଂକ୍ରମଣ ଓଡ଼ିଶାରେ ବଢ଼ିବାରେ ଲାଗିଛି । ଆଜି ସୁଦ୍ଧା ରାଜ୍ୟରେ ଓମିକ୍ରନ ସଂଖ୍ୟା ୧୪ରେ ପହଞ୍ଚିଲାଣି । ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।
BREAKING NEWS
- ହସ୍ପିଟାଲରୁ ଫେରାର ବିଚାରାଧୀନ କଏଦୀ
- ପାକିସ୍ତାନ ମେଡିକାଲରେ ବଡ଼ ଅଘଟଣ !
- ପୁରୀରେ ମର୍ଡର, ପଥରରେ ଛେଚି ଯୁବକଙ୍କୁ ହତ୍ୟା
- ଆସୁଛି ଆଉ ଏକ ଲଘୁଚାପ, ଓଡ଼ିଶାରେ ପଡିପାରେ ପ୍ରଭାବ
- ଟ୍ରକକୁ ଧକ୍କା ଦେଲା ବସ୍; ୬ ମୃତ, ବହୁ ଆହତ
- ମୁମ୍ବାଇ-ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
- ଆମେରିକା – କାନାଡ଼ା ବାଣିଜ୍ୟ ଯୁଦ୍ଧ : ୭୦୦ ଆମେରିକୀୟ ସାମଗ୍ରୀ ଉପରେ ଶୁଳ୍କ
- ଏଣିକି କଲେଜରେ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ୍ ଉପସ୍ଥାନ, କେଉଁ ଅନୁଷ୍ଠାନରେ ଲାଗୁ ହେବ ଦେଖନ୍ତୁ ତାଲିକା
- ମଝି ସମୁଦ୍ରରେ ପଣ୍ୟବାହୀ ଜାହାଜ ବୁଡି ଯିବା ଘଟଣା: ସର୍ଚ୍ଚ ଅପରେସନରେ ସାମିଲ ହେଲା ୨ଟି ଚାଇନା ଜାହାଜ
- ବଲିଉଡରେ ଶୋକର ଛାୟା: ଅଜୟ ଦେବଗନଙ୍କୁ ଷ୍ଟାର୍ ବନାଇଥିବା ନିର୍ଦ୍ଦେଶକ କୁକୁ କୋହଲିଙ୍କ ପରଲୋକ

Comments are closed.