ଭୁବନେଶ୍ୱର: ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିରର ଟଙ୍କା ଜମା ରହିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର । ସେ କହିଛନ୍ତି ଯେ, ସରକାର ସ୍ପଷ୍ଟିକରଣ ଦେଉନାହାନ୍ତି କାହିଁକି । ସବୁ ସରକାରଙ୍କ ଜାଣତରେ ହୋଇଛି ।
୨୦୧୫ରେ ଏଜି ଜଣାଇଥିଲେ ଜଗନ୍ନାଥଙ୍କ ପାଣ୍ଠିରେ ଅନେକ ଅନିୟମିତତା ହୋଇଛି । ତେତେ ସବୁ ଜାଣି ମଧ୍ୟ ସରକାର ୫ ବର୍ଷ ଧରି କାହିଁକି ଚୁପ୍ ବସିଲେ ବୋଲି ସେ ପ୍ରଶ୍ନ କରିଛନ୍ତି । ପରିଚାଳନା କମିଟି ର ଜଣେ ସଦସ୍ୟ ଓ ଦୁଇ ଜଣ ସରକାରୀ କର୍ମଚାରୀ ଏ କାମ କରିଛନ୍ତି। ଯଦି ସମାନ ଅଭିଯୋଗରେ ଉଦ୍ୟାନ କୃଷି ନିର୍ଦେଶକ ଗିରଫ ହେବେ ତେବେ ଏମାନେ କାହିଁକି ହେବେନି ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି ।
ସୁପ୍ରିମକୋର୍ଟଙ୍କ ନିର୍ଦ୍ଧେଶ ସତ୍ତ୍ୱେ ସ୍ଥାୟୀ ପ୍ରଶାସକ ନିଯୁକ୍ତି ଦିଆଗଲାନି । ନିଜ ସ୍ବାର୍ଥ ପାଇଁ ସମସ୍ତ କାମ ବେଆଇନ ଭାବେ କରିଛନ୍ତି। ସରକାର ମୁଁହ ଖୋଲିବା ଦରକାର । ଇଡି ସିଜ କଲେ ବହୁ ବିସ୍ପୋରକ ତଥ୍ୟ ପଦାକୁ ଆସିବ। ଅର୍ଥ ମନ୍ତ୍ରୀଙ୍କୁ ଚିଠି ନ ଲେଖି ଇଡିଙ୍କୁ ଚିଠି ଲେଖନ୍ତୁ ବୋଲି ବିଜୟ ମହାପାତ୍ର କହିଛନ୍ତି ।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.