କେନ୍ଦୁଝର : କେନ୍ଦୁଝର ସଦର ଥାନା ବନାଯୋଡ଼ି ନିକଟରେ ମୋଟର ସାଇକେଲ ଦୁର୍ଘଟଣା । ଭାରସାମ୍ୟ ହରାଇ ମୋଟର ସାଇକେଲ୍ ବ୍ୟାରିକେଡ୍ ପିଟିହେବାରୁ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଜଣେ ବଡ଼ବିଲ ଥାନା ଝଡ଼ାଗାଁର ଅକ୍ଷୟ ନାଏକ ହୋଇଥିବା ବେଳେ, ଅନ୍ୟ ଜଣେ ଯୁବକଙ୍କର ପରିଚୟ ମିଳିନାହିଁ । ଉଭୟ କେନ୍ଦୁଝର ଅଭିମୁଖେ ଯାଉଥିବା ବେଳେ ବନାଯୋଡ଼ି ନିକଟରେ ବ୍ୟାରିକେଡକୁ ଧକ୍କା ଦେଇଥିଲେ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଜଣଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ମୃତ୍ୟୁ ହୋଇଥିଲା ।
BREAKING NEWS
- ଏଥର ଆଗୁଆ ମିଳିବ ପାଣିପାଗ ସୂଚନା, ଉଦ୍ଘାଟନ ହେଲା ଡପଲର ୱେଦର ରାଡାର କେନ୍ଦ୍ର
- ଶ୍ମଶାନକୁ ନାହିଁ ରାସ୍ତା;ଶବ ସତ୍କାର ପାଇଁ ଉଛୁଳା ନଦୀ ପାର ହେଉଛନ୍ତି ସମ୍ପର୍କୀୟ
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?

Comments are closed.