ରାୟଗଡ଼ା: ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଭାତପୁର ପଞ୍ଚାୟତର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରକ ପଛରେ ପିଟି ହେଲା ବାଇକ୍ । ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ତାଙ୍କ ଘର ବୃନ୍ଦାବାଡ଼ି ଗ୍ରାମର ବୋଲି ଜଣା ପଡ଼ିଛି । ଖବରପାଇ ବିଷମ କଟକ ପୋଲିସ ଘଟଣାସ୍ଥଳରେ ପହଞ୍ôଚ ତଦନ୍ତ ଚଳାଇଛି ।
BREAKING NEWS
- ଦିନିକିଆ କ୍ରିକେଟ: ୯୧ ବଲରେ ପାକିସ୍ତାନକୁ ହରାଇଲା ବାଂଲାଦେଶ
- Iranian Drones Hit Near Dubai Airport: ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଡ୍ରୋନ୍ ଆକ୍ରମଣ;ଜଣେ ଭାରତୀୟଙ୍କ ସମେତ ୪ ଆହତ
- ଆଇପିଏଲ ୨୦୨୬: ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ଘୋଷଣା କଲା ବିିସିସିଆଇ
- Trump thanks India: ଆମେରିକାରେ ରିଲାଏନ୍ସର ‘ମାଷ୍ଟରଷ୍ଟ୍ରୋକ୍’
- Jasprit Bumrah: ମିଶନ ୨୦୨୭ – ବୁମରାଙ୍କ ବଡ଼ ନିଷ୍ପତ୍ତି !
- ଟି୨୦ ବିଶ୍ୱକପ ପରେ ଟ୍ରେନରେ ଲୁଚି କରି ଘରକୁ ଗଲେ ଏହି ଷ୍ଟାର ଖେଳାଳି
- LPG Fuel Made: କେଉଁ ଦେଶ ସବୁଠାରୁ ଅଧିକ ଉତ୍ପାଦନ କରେ LPG? କେମିତି ତିଆରି ହୁଏ ରନ୍ଧନ ଗ୍ୟାସ୍?
- ସ୍ୱଦେଶ ଫେରିବା ଆରମ୍ଭ କଲେ ୱେଷ୍ଟଇଣ୍ଡିଜ ଖେଳାଳି
- ଏଣିକି ପ୍ରତି ଜିଲ୍ଲାରେ ହେବ ପୁସ୍ତକ ମହୋତ୍ସବ
- Suspended: ମଦ ପିଇ ଆସିଥିଲେ ଅଫିସ୍…୩ ତହସିଲ କର୍ମଚାରୀଙ୍କୁ ନିଲମ୍ୱନ କଲେ ଜିଲ୍ଲାପାଳ
Comments are closed.