Latest Odisha News

BREAKING NEWS

ଟ୍ରକ ପଛରେ ପିଟିଲା ବାଇକ୍ , ଆରୋହୀ ମୃତ

ରାୟଗଡ଼ା: ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଭାତପୁର ପଞ୍ଚାୟତର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରକ ପଛରେ ପିଟି ହେଲା ବାଇକ୍ । ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ତାଙ୍କ ଘର ବୃନ୍ଦାବାଡ଼ି ଗ୍ରାମର ବୋଲି ଜଣା ପଡ଼ିଛି । ଖବରପାଇ ବିଷମ କଟକ ପୋଲିସ ଘଟଣାସ୍ଥଳରେ ପହଞ୍ôଚ ତଦନ୍ତ ଚଳାଇଛି ।

Leave A Reply

Your email address will not be published.