ଫୁଲବାଣୀ: ଆଜି ସନ୍ଧ୍ୟାରେ କଳିଙ୍ଗା ଘାଟିରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।
ସନ୍ଧ୍ୟାରେ ଦୁଇ ଜଣ ଯୁବକ ଏକ ବାଇକ୍ରେ କଳିଙ୍ଗାରୁ ଭଞ୍ଜନଗର ଅଭିମୁଖେ ଯାଉଥିଲେ । ଅନ୍ଧାରକୋଟ ନିକଟରେ ବାଇକ୍ଟି ରାସ୍ତା ପାର୍ଶ୍ୱ ଗାର୍ଡ ପାଚେରୀରେ ବାଡେଇ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ସେମାନେ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଜି.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡ଼ାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ସ୍ଥାନୀୟ ଆଇଆଇସି ଅଜୟ ସ୍ୱାଇଁ ଘଟଣାସ୍ଥଳରେ ପହଞ୍ôଚ ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
BREAKING NEWS
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
- ବଜେଟରେ ନିର୍ମଳା ସୀତାରମଣଙ୍କ ଶାଢ଼ି ସ୍ୱାଗ୍, ପ୍ରତ୍ୟେକ ଥର ଏକ ଭିନ୍ନ ଶୈଳୀ ଆସନ୍ତି ନଜର…
- ନନ୍ଦନକାନନରେ କୁମ୍ଭୀର ମୃତ; ୮ ଦିନରେ ୫…
- Development Projects In Subarnapur: ସୁବର୍ଣ୍ଣପୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୩୩ କୋଟିର ପ୍ରକଳ୍ପ ଘୋଷଣା,ଓପନ୍ ଏୟାର ଥିଏଟର ପାଇଁ ୧୧.୨୩ କୋଟି
- Union Budget 2026: ଟିକସ ସ୍ଲାବରେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ କଣ ରହିଛି…
- ଝାରଖଣ୍ଡ ନିକଟରୁ ୪ ୱିକେଟରେ ହାରିଲା ଓଡିଶା
- Union Budget 2026: ବଜେଟ ସବୁ ବର୍ଗ ପାଇଁ ସହାୟକ: ମୁଖ୍ୟମନ୍ତ୍ରୀ
- Budget 2026: ୧୫ ହଜାର ସ୍କୁଲ ଏବଂ ୫୦୦ କଲେଜରେ ଖୋଲିବ କ୍ରିଏଟର ଲ୍ୟାବ୍; ଗେମିଂରେ ୧୦ ଲକ୍ଷ ନିଯୁକ୍ତି
- ପ୍ରତିରକ୍ଷା କ୍ଷେତ୍ର ପାଇଁ ବଡ଼ ଧରଣର ବ୍ୟୟବରାଦ ଘୋଷଣା କଲେ ସରକାର..
Comments are closed.