ମୁମ୍ବାଇ: ବଲିଉଡର ଲୋକପ୍ରିୟ ଯୋଡି ବିପାଶା ବସୁ ଓ କରଣ ସିଂ ଗ୍ରୋଭର ଖୁବ ଶୀଘ୍ର ପ୍ରଶଂସକଙ୍କୁ ଖୁସି ଖବର ଦେବାକୁ ଯାଉଛନ୍ତି । ରିପୋର୍ଟ ମୁତାବକ ବାହାଘରର ୬ ବର୍ଷ ପରେ ବିପାଶା ମାଆ ହେବାକୁ ଯାଉଛନ୍ତି । ଉଭୟ ୩୦ ଏପ୍ରିଲ ୨୦୧୬ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ । ତେବେ ଏ ନେଇ ସେମାନେ ବିଧିବଦ୍ଧ ଭାବେ ନିଜ ଆଡୁ କିଛି କହି ନାହାନ୍ତି । ୨୦୧୫ରେ ବିପାଶା ଓ କରଣ ଏଲୋନ ଫିଲ୍ମରେ କାମ କରିଥିଲେ । ଫିଲ୍ମର ପ୍ରଚାର ପାଇଁ ସେମାନଙ୍କ ଆଫେୟରକୁ ଷ୍ଟ୍ରାଟେଜି କରାଯାଇଥିଲା । ମିଛ ପ୍ରେମ କରୁ କରୁ ଉଭୟ ଏହାର ଜାଲରେ ପଡି ଯାଇଥିଲେ । ଶେଷରେ ଉଭୟ ବିବାହ କରିଥିଲେ । କରଣଙ୍କ ତୃତୀୟ ପତ୍ନୀ ହେଉଛନ୍ତି ବିପାଶା । କ୍ରାଇମ ଥ୍ରୀଲର ସିିରଜ ଡେଂଜରର୍ସ ପରେ ବିପାଶା ଆଉ କୌଣସି ଫିଲ୍ମ କରି ନାହାନ୍ତି । ତେବେ ଏହି ଖବର ପ୍ରସାରିତ ହେବା ପରେ ପ୍ରଶଂସକମାନେ ବିପାଶ-କରନଙ୍କୁ ଶୁଭେଚ୍ଛା ଜଣାଇବାରେ ଲାଗିଛନ୍ତି ।
BREAKING NEWS
- ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
- Aahar scheme:‘ଆହାର’ ଯୋଜନାକୁ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ
- Supply of essential goods: ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ୨୪ ଘଣ୍ଟିଆ ସଜାଗ ରହନ୍ତୁ,ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ: ମୁଖ୍ୟମନ୍ତ୍ରୀ
- ଯଶସ୍ୱୀ, ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ରାଜସ୍ଥାନ ନିକଟରୁ ଶୋଚନୀୟ ଭାବେ ହାରିଲା ଚେନ୍ନାଇ
- BJP: ପଦ୍ମ ଧରିଲେ କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
- Bbsr-Singapore Flights Cancelled:ଯୁଦ୍ଧର ପ୍ରଭାବ…ଭୁବନେଶ୍ବରରୁ ସିଙ୍ଗାପୁରକୁ ଅନ୍ତର୍ଜାତୀୟ ବିମାନସେବା ବନ୍ଦ
- ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
- ହାର୍ଦ୍ଦିକଙ୍କ ବ୍ୟାଟ ଚୋରୀ କରି ନେଇଗଲେ ରିଙ୍କୁ
- AI in healthcare: ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଭାରତ ବିଶ୍ୱର ତୃତୀୟ ଶ୍ରେଷ୍ଠ ଦେଶ
- କମାଣ୍ଡର ଚେଲ୍ଲୁରି ନାରାୟଣ ରାଓଙ୍କ ସମେତ ୮ ନକ୍ସଲଙ୍କ ଆତ୍ମସମର୍ପଣ ,ମୁଣ୍ଡରେ ଥିଲା ୨୫ଲକ୍ଷ
Comments are closed.