Latest Odisha News

ଜାନୁଆରୀରୁ ହୀରାକୁଦରେ ପକ୍ଷୀ ଗଣନା

ସମ୍ବଲପୁର: ୨୦୨୧ ମସିହା ଜାନୁଆରୀ ପ୍ରଥମ ସପ୍ତାହରେ ହୀରାକୁଦ ଡ୍ୟାମ ଅଞ୍ଚଳରେ ଆରମ୍ଭ ହେବ ବାର୍ଷିକ ଗଣନା କାର୍ଯ୍ୟ । ଏ ନେଇ ସୂଚନା ଦେଇ ହୀରାକୁଦ ବନଖଣ୍ଡ ଅଧିକାରୀ କହିଛନ୍ତି ଯେ, ଏଥି ପାଇଁ ୪ ଟି ଟିମ୍ ଗଠନ କରାଯିବ । ପକ୍ଷୀମାନଙ୍କ ସୁରକ୍ଷା ପାଇଁ ୩୦ ଜଣ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯିବ । ଶୀତରେ ବିଦେଶ ପକ୍ଷୀମାନଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ବ୍ୟବସ୍ଥା କରାଯାଇଛି । ଏହାସହ ବୋଟ୍ ଦ୍ୱାରା ନଦୀବନ୍ଧ ଅଞ୍ଚଳମାନଙ୍କରେ ପାଟ୍ରୋଲିଂ କାର୍ଯ୍ୟ ମଧ୍ୟ କରାଯିବ ବୋଲି ସୂଚନା ଦିଆଯାଇଛି ।

 

Leave A Reply

Your email address will not be published.