ଭୁବନେଶ୍ୱର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟ ପାଖରେ ତାଙ୍କ ପ୍ରତିମୂର୍ତ୍ତି ନିକଟରେ ପାଳିତ ହୋଇ ଯାଇଛି।
ଉତ୍କଳ ଯାଦବ ମହାସଭା ସାଂସ୍କୃତିକ ସେଲ ସଂଯୋଜକ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରବୀର ମହାନ୍ତି, ସେକ ନିଜାମୁଦ୍ଦିନ , ପଦ୍ମନାଭ ଦାସ , ଅକ୍ଷୟ ପ୍ରସାଦ ବେହେରା ପ୍ରମୁଖ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରୀମାନେ ଯୋଗଦେଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ କବିଙ୍କ ସ୍ମୃତି ଚାରଣ କରିଥିଲେ।
Comments are closed.