ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ବିଶ୍ରା ଅଂଚଳରେ ଆଉ ୪୮ ଘଂଟା ପାଇଁ କଂଟେନମେଂଟ ଅବଧି ବୃଦ୍ଧି କରାଯାଇଛି । ଏନେଇ ସୁନ୍ଦରଗଡ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।
ପୁର୍ବରୁ ୧୨ ତାରିଖରେ ଏଠାରେ ଦୁଇ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ୪୮ ଘଂଟା ପାଇଁ ବିଶ୍ରା ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା । ତେବେ ଆଜି ଏହି କଟକଣା ଅବଧି ଶେଷ ହେଉଥିବା ବେଳେ ଏହାକୁ ପୁଣି ଥରେ ଆଉ ୪୮ ଘଂଟା ପାଇଁ ବଢ଼ାଇ ଦେଇଛନ୍ତି ଜିଲ୍ଲାପାଳ । ଆସନ୍ତା ୧୬ ତାରିଖ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଏଠାରେ କଟକଣା ଜାରି ରହିବ । ପରେ ସ୍ଥିତିକୁ ଅନୁଧ୍ୟାନ କରି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ।
BREAKING NEWS
- ଆଇପିଏଲ୍ ୨୦୨୬: ଆରସିବି ରଚିଲା ଇତିହାସ, ଏସ୍ଆର୍ଏଚ୍କୁ ୬ ୱିକେଟ୍ରେ ଦେଲା ମାତ୍
- ବ୍ରାଉନସୁଗାର କାରବାର ନେଇ ଜଣେ ଗିରଫ;୬୧ ଗ୍ରାମ ବ୍ରାଉନସୁଗାର ସହ ବେଆଇନ ବନ୍ଧୁକ ଜବତ
- ରେୟମଣ୍ଡର ପୂର୍ବତନ ଚେୟାରମ୍ୟାନ୍ ବିଜୟପତ୍ ସିଂହାନିଆଙ୍କର ପରଲୋକ
- ବେଆଇନ ଚିଙ୍ଗୁଡି ଘେରି ଉଚ୍ଛେଦ ବେଳେ ବନବିଭାଗ କର୍ମଚାରୀଙ୍କୁ ମାଡ଼;ଥାନାରେ ଲିଖିତ ଅଭିଯୋଗ
- PM Modi talks with Saudi: ‘ଆମେ ଏଥିରେ ସହମତ ହୋଇଥିଲୁ…’, ପ୍ରଧାନମନ୍ତ୍ରୀ ମୋଦୀ ସାଉଦି ପ୍ରିନ୍ସଙ୍କ ସହ କ’ଣ ଆଲୋଚନା କଲେ ଜାଣନ୍ତୁ
- ସରକାରୀ କର୍ମଚାରୀ ପଢ଼ିବେ AI ଓ ସାଇବର ସୁରକ୍ଷା ପାଠ…
- ଧୋନୀ ୨ ସପ୍ତାହ ଆଇପିଏଲରୁ ଓହରିଲେ
- Odisha Police:ଥାନାରୁ ଅଭିଯୁକ୍ତ ଚମ୍ପଟ୍ ଘଟଣାରେ ୩ ସସ୍ପେଣ୍ଡ୍; ଜଣେ ଏଏସ୍ଆଇ ସମେତ…
- ସୁଭଦ୍ରା ଯୋଜନାରେ ନୂଆ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି; ଏପ୍ରିଲ ୧ରୁ ଆରମ୍ଭ ହେବ ପଞ୍ଜୀକରଣ ପ୍ରକ୍ରିୟା
- Nepal PM Balendra Shah:ପିଏମ୍ ମୋଦୀଙ୍କ ସହ ମିଶିକି କାମ କରିବାକୁ ଉତ୍ସାହିତ… ନେପାଳର ନୂତନ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
Comments are closed.