Latest Odisha News

BREAKING NEWS

ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ, ନିର୍ବାଚନ କମିଶନରଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର :ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ନେଇ ନିର୍ବାଚନ କମିଶନରଙ୍କୁ ଭେଟିଲା ବିଜେଡି । ବାରମ୍ବାର ଅଭିଯୋଗ ପରେ ମଧ୍ୟ ବିଜେପି ଶୁଣୁନଥିବା ଅଭିଯୋଗ କରି ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବରଗଡ , ଭିଡେନ ବ୍ଲକ ଏବଂ ଅତାବିରାରେ ରେ ପଞ୍ଚାୟତ ନିର୍ବାଚନ କାର୍ଯ୍ୟକ୍ରମରେ ବିଜେପି ନେତା ସୁରେଶ ପୂଜାରୀ ଏବଂ ଜିଲ୍ଲା ପରିଷଦ ସଭ୍ୟ ନିୟମକୁ ଉଲ୍ଲଙ୍ଘନ କରିବା ସହ ନିର୍ବାଚନି ନିୟମ ମାନୁନାହାନ୍ତି । ଏନେଇ ବିଜେପି ବିରୁଦ୍ଧରେ ନିର୍ବାଚନ କମିଶନଙ୍କ ଆଗରେ ଫେରାଦ ହୋଇଛି ବିଜେଡି । ନିୟମ ଉଲ୍ଲଙ୍ଘନ କରୁଥିବା ବ୍ୟକ୍ତି ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି ।

Comments are closed, but trackbacks and pingbacks are open.