ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ବିଜେଡିର ନୂଆ ଷ୍ଟ୍ରାଟେଜି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ ପୁରୀ ପାଇଁ ସୁଭାଷ ଖୁଣ୍ଟିଆଙ୍କୁ ସଂଯୋଜକ ଦାୟିତ୍ୱ ମିଳିଛି ।
BREAKING NEWS
- ବିଶ୍ୱରେ ତେଲ ପାଇଁ ସଂଘର୍ଷ ୧୯୭୩ ସଙ୍କଟର ହେବ କି ପୁନରାବୃତ୍ତି ?
- Gang Rape: ଲିଫ୍ଟ ଦେବା ଆଳରେ ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ
- ପେଟ୍ରୋଲ ରପ୍ତାନି ଉପରେ ରୁଷର କଟକଣା କେତେ ପ୍ରଭାବିତ ହେବ ଭାରତ ?
- ପୁଣି ଉଠିଲା ଏସ୍ସିବି ପ୍ରସଙ୍ଗ, ବିଧାନସଭାରେ ଅଚଳ ଅଚଳାବସ୍ଥା
- ବିଧାନ ପରିଷଦରୁ ଇସ୍ତଫା ଦେଲେ ନୀତିଶ କୁମାର
- ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
- ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଚତୁର୍ଥ ଦଫା ରଥ କାଠ
- Kalbaisakhi Alert: ଆହୁରି ୫ ଦିନ ଯାଏ କାଳବୈଶାଖୀ: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- LPG ସଙ୍କଟ: ପେଟ୍ରୋଲ ପମ୍ପରେ ଉପଲବ୍ଧ ହେବ କିରୋସିନ୍
- ନକଲି ସୁନା ଆମ୍ବ ଦେଖାଇ ଠକି ନେଇଥିଲେ ଲକ୍ଷାଧିକ ଟଙ୍କା;୩ ବର୍ଷ ପରେ ବନ୍ଧାହେଲେ…
Comments are closed.