Latest Odisha News

BREAKING NEWS

୫ ସଂସଦୀୟ କ୍ଷେତ୍ର ପାଇଁ ନୂତନ ସଂଯୋଜକ ନିଯୁକ୍ତ କଲା ବିଜେଡି

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ବିଜେଡିର ନୂଆ ଷ୍ଟ୍ରାଟେଜି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ ପୁରୀ ପାଇଁ ସୁଭାଷ ଖୁଣ୍ଟିଆଙ୍କୁ ସଂଯୋଜକ ଦାୟିତ୍ୱ ମିଳିଛି ।

Leave A Reply

Your email address will not be published.