ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପୂର୍ବରୁ ତୃଣମୂଳସ୍ତରରେ ସଂଗଠନ ସଜାଡ଼ିବାକୁ ବିଜେଡିର କସରତ । ବିଭିନ୍ନ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ଦଳ । ଏନେଇ ବିଧିବଦ୍ଧ ନିର୍ଦ୍ଦେଶନାମା ଜାରି ହୋଇଛି । ବରିଷ୍ଠ ନେତାଙ୍କୁ ୩୦ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । କିଛି ନେତାଙ୍କୁ ଦୁଇ ଦୁଇଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ଦଳ । ସୁଶୁାନ୍ତ ସିଂ ଉଭୟ ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ତୁଲାଇବେ । ସେହିପରି ଅତନୁ ସବ୍ୟସାଚୀ ନାୟକଙ୍କୁ ଗଜପତି ଓ ରାୟଗଡ଼ା ଜିଲ୍ଲା ଦାୟିତ୍ୱ ଦିଆଯାଇଛି । ପ୍ରଣବ ପ୍ରକାଶ ଦାସ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ତୁଲାଇବେ । ପ୍ରତାପ ଦେବ ବାଲେଶ୍ୱର ପର୍ଯ୍ୟବେକ୍ଷକ ହୋଇଛନ୍ତି ।

BREAKING NEWS
- Hylo Open 2026:ଭାରତ ପାଇଁ ଦ୍ୱିଗୁଣ ଖୁସି: ପି.ଭି. ସିନ୍ଧୁଙ୍କ ପରେ ଲକ୍ଷ୍ୟ ସେନ୍ ଜିତିଲେ ହାଇଲୋ ଓପନ୍ ଟାଇଟଲ୍
- ବାତ୍ୟା ‘ଅର୍ଣ୍ଣବ’: ୬ ଜିଲ୍ଲାକୁ କ୍ଷୟକ୍ଷତିର ପ୍ରାଥମିକ ଆକଳନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ
- Cyclone Threat: ମାଲକାନଗିରିରେ ତିନି ଦିନ ପାଇଁ ବନ୍ଦ ରହିବ ଶିକ୍ଷାନୁଷ୍ଠାନ
- ୭୦ ବର୍ଷ ପୁରଣା ରହସ୍ୟ! ଏହି ସହରରେ ମରିବା ସମ୍ପୂର୍ଣ୍ଣ ମନା
- ଦବିଲା ସାଲୁଙ୍କି ପୋଲ:ବିକଳ୍ପ ରାସ୍ତା ବ୍ୟବସ୍ଥା କରିବାକୁ ବିଶେଷଜ୍ଞ ଦଳ ଜିଲ୍ଲା ପ୍ରଶାସନକୁ କଲେ ଅବଗତ
- ଅର୍ଣ୍ଣବ କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ବର୍ଷକ ମଧ୍ୟରେ ୪୦୦ ଛକା ମାରି ଇତିହାସ ରଚିଲା ଭାରତ
- କଇଁ ଫୁଲ ତୋଳିବାକୁ ଯାଇ ବୁଡ଼ିଗଲେ ୩ ଶିଶୁ
- ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି, ପୁଣି ଖୋଲିଲା ୩ଟି ଗେଟ୍
- ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଖୋଲିଲା ବାଲିମେଳା ଜଳଭଣ୍ଡାରର ୩ ଗେଟ
Comments are closed.