ଭୁବନେଶ୍ବର: ମଧ୍ୟ ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀ ଅନନ୍ତ ନାରାୟଣ ଜେନା ବିଜୟୀ ହୋଇଛନ୍ତି । ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କଠାରୁ ମାତ୍ର ଅଳ୍ପ କିଛି ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଅନନ୍ତ ।
ଆଜି ଆରମ୍ଭରୁ ଭୁବନେଶ୍ୱର ମଧ୍ୟ ଆସନରେ ଦେଖିବାକୁ ମିଳିଥିଲା କଡା ମୁକାବିଲା । ଶେଷରେ ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କୁ ହରାଇ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀ ଅନନ୍ତ ନାରାୟଣ ଜେନା ।
Comments are closed.