ବାଲେଶ୍ବର : ବାଲେଶ୍ବରରେ ବିଜେଡି ପାଳିଲା ବିଜୟ ଉତ୍ସବ । ଉପନିର୍ବାଚନରେ ବିଜୟ ନେଇ ବାଲେଶ୍ବର ମ୍ୟୁନିସିପାଲିଟିର ୯ଟି ଓ୍ବାର୍ଡରେ ବିଜେଡି ପାଳନ କରିଛି ବିଜୟ ଉତ୍ସବ । ବିଜେଡି ଜିଲ୍ଲା ସଭାପତି ରବୀନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ବରେ ଉତ୍ସବ ଆୟୋଜିତ ହୋଇଥିଲା । ଏଥିରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଧାୟକ ସ୍ବରୂପ ଦାସ, ବିକ୍ରମ ପଣ୍ଡା, ଧ୍ରୁବ ସାହୁ, ପୂର୍ବତନ ବିଧାୟକ ଅରୁଣ ଦେ, ପୂର୍ବତନ ପୌରାଧ୍ୟକ୍ଷ ଆଲୋକ ସାହୁ ପ୍ରମୁଖ ଯୋଗ ଦେଇଥିଲେ ।
ଉପନିର୍ବାଚନରେ ବିପୁଳ ବିଜୟରେ ଭାଗୀଦାର ଥିବା ଭୋଟର ଓ କର୍ମୀଙ୍କୁ ବିଜେଡି ନେତା ଧନ୍ୟବାଦ ଦେଇଥିଲେ । ଏଥିସହିତ ବିଭିନ୍ନ ଓ୍ବାର୍ଡରେ ଥିବା ସମସ୍ୟା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରି ସମାଧାନ ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଛି । ଏସବୁ ପ୍ରସ୍ତାବ ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ବିଜେଡି ନେତା କହିଛନ୍ତି ।…
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Comments are closed.