ଭୁବନେଶ୍ୱର: ବିଜେଡି ଓ କଂଗ୍ରେସ ବିଧାୟକଙ୍କ ପ୍ରତିବାଦକୁ ନେଇ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ବିଜେଡି ନିଜ ଦୋଷ ଦୁର୍ବଳତା ଲୁଚେଇବାକୁ ଏମିତି କରୁଛନ୍ତି।
ତାଙ୍କ ମୁଖ୍ୟମନ୍ତ୍ରୀ ଦୁର୍ବଳ ଥିଲେ। ଆମ ମୁଖ୍ୟମନ୍ତ୍ରୀ ସବଳ ଅଛନ୍ତି। ଆମ ସାଶନ କାହା ଇଙ୍ଗିତରେ ଚାଲି ନାହିଁ। ଆଲୋଚନା କରିବାକୁ ଆମେ ବିରୋଧୀଙ୍କୁ ସୁଯୋଗ ଦେଉଛି । ନୂଆପଡା ଉପନିର୍ବାଚନରେ ପରାଜୟ ଓ ରାଜ୍ୟସଭା ନିର୍ବାଚନରେ ପରାଜୟକୁ ନେଇ ସେ ଭୟବିତ। ନିଜ ଦଳ ଭିତରେ ଯେଉଁ ବିଶୃଙ୍ଖଳା
ଅଛି ତାକୁ ଲୁଚେଇବା ପାଇଁ ନାଟକ କରୁଛନ୍ତି। ଏହା ଦୁଃଖର କଥା । ଏହା ରାଜ୍ୟରେ ଏକ କଳଙ୍କିତ ଅଧ୍ୟାୟ। ତାଙ୍କ ମୁଖ୍ୟମନ୍ତ୍ରୀ କଣ କରୁଥିଲେ ଥିଲେ ଆପଣ ଜାଣନ୍ତୁ। ବିରୋଧୀ ଦଳ ପୂର୍ବରୁ ଆସୁ ନଥିଲେ ଏବେ କଣ ଏହି ନାଟକ
କରିବାକୁ ଆସୁଛନ୍ତି କି। ଆମେ ବାରମ୍ବାର ସର୍ବଦଳୀୟ ବୈଠକ ଡକାଉଛୁ। ସେମାନେ ଆଲୋଚନାର କୌଣସି
ସୁଫଳ ମିଳୁ ନାହିଁ ବୋଲି ସେ କହିଛନ୍ତି।
BREAKING NEWS
- ମଦ ନେଲା ଜୀବନ;କକାର ଟାଙ୍ଗିଆ ଚୋଟରେ ପୁତୁରାର ଜୀବନ ଗଲା
- ରଣଜୀ ଟ୍ରଫି: କେରଳଠାରୁ ପରାସ୍ତ ହେଲା ଓଡ଼ିଶା
- ଆପଣମାନେ ଜେନ୍-ଜି ନୁହଁନ୍ତି : ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କ ଆବେଦନ ଶୁଣାଣି ସମୟରେ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ଟିପ୍ପଣୀ
- ନ୍ୟୁଜିଲାଣ୍ଡ ପାଇଁ ବଡ଼ ବିପଦ ସାଜିଛନ୍ତି ଭୁବନେଶ୍ୱର କୁମାର
- ଲେଜର ରଶ୍ମିର କମାଲ: ପ୍ଲାଷ୍ଟିକରୁ ତିଆରି ହେଲା ହୀରା
- ସୌଭାଗ୍ୟ ଥିଲେ ମହାପ୍ରଭୁଙ୍କ ଦର୍ଶନ ମିଳେ: ପବିତ୍ର ବିଜୟା ଦଶମୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଅଭିନେତା ଗୋବିନ୍ଦା
- ବିସିସିଆଇ ସଭାପତିଙ୍କ ବଡ଼ ବୟାନ: ବୟସ ନୁହେଁ, ଫିଟନେସ୍ ଓ ଫର୍ମ ଦେଖି ରୋହିତ-ବିରାଟଙ୍କ ଚୟନ ହେବ
- ଜନ ସମୁଦ୍ରରେ ଶେଷ ହେଲା ଯୋଡି ଛତର ଯାତ୍ରା
- ସୁବର୍ଣ୍ଣରେଖା ନଦୀରେ ଅଘଟଣ;ବୁଡିଗଲେ ୨ ଭାଇ
- Kotia Border Dispute:ଦଳ ମତ ନିର୍ବିଶେଷରେ କୋଟିଆ ପାଇଁ ଏକାଠି ହେବା ଦରକାର: ଧର୍ମେନ୍ଦ୍ର ପ୍ରଧାନ

Comments are closed.