ଭୁବନେଶ୍ୱର: ସର୍ବଦଳୀୟ ବୈଠକରେ ଖୁବଶୀଘ୍ର କୋଭିଡ୍ ଟିକା ଆସିବା ନେଇ ସଙ୍କେତ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକରେ ଦୁଇଟି ପ୍ରସ୍ତାବ ଦେଇଛ ବିଜେଡି । ଅଗ୍ରାଧିକାର ଭିତରେ ଓଡ଼ିଶାକୁ ପ୍ରଥାମିକତା ଦେବାକୁ ଦାବି ରଖିଛି ଦଳ ।
ସର୍ବଦଳୀୟ ବୈଠକରେ ଯୋଗ ଦେବା ପରେ ଏହି ସୂଚନା ଦେଇଛନ୍ତି ସାଂସଦ ଚନ୍ଦ୍ରଶେଖର ସାହୁ । ତୃଣମୂଳ ସ୍ତରରୁ ଡାଟା ବେସ ପ୍ରସ୍ତୁତ କରିବାକୁ ପ୍ରସ୍ତାବ ଦେଇଚି ବିଜେଡି । ସେହିପରି ଟିକା କେମିତି ଆଗେ ଓଡ଼ିଶା ପାଇବ ତାହା ଉପରେ ଫୋକସ କରିଛି ଦଳ । ଏହି ଅବସରରେ କୋଭିଡ୍ ମୁକାବିଲା ପାଇଁ ଓଡ଼ିଶାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ।
BREAKING NEWS
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
- ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ
- ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଅଶ୍ୱିନ୍ କାହିଁକି ଦେଲେ ସତର୍କବାଣୀ ?
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
Comments are closed.