ଭୁବନେଶ୍ୱର : ବିଧାନସଭା ପରିସରରେ ଆଜି (ବୁଧବାର) ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାବେଳେ ‘ଆଶୁ କବି’ ଅନ୍ଦାଜରେ ନଜର ଆସିଥିଲେ ବିଜେଡି ବିଧାୟକ ଅରୁଣ ସାହୁ l ଏକାଧିକ ବାର ପଦକୁ ପଦ ଛନ୍ଦି କହିଥିଲେ ” ଚାଷ, ବାସ, କେନ୍ଦ୍ର ସରକାର କଲା ସର୍ବନାଶ” l ଏଥିସହ କେନ୍ଦ୍ର ସରକାରଙ୍କୁ ଆକ୍ଷେପ କରି ଅରୁଣ କହିଛନ୍ତି; କେନ୍ଦ୍ର ସରକାର, ନା ଆମ ପେଟକୁ ଭାତ ଦେଉଛନ୍ତି ନା ମୁଣ୍ଡକୁ ଛାତ ଖଣ୍ଡିଏ ଦେଉଛନ୍ତି l ଚାଷ ଓ ଚାଷୀଙ୍କ ପ୍ରତି ସେ କେତେ ଯେ ସଚେତନ ଓ ସମ୍ବେଦନଶୀଳ, ତାହା ନିଜ ପ୍ରତିକ୍ରିୟାରେ ଜଣାଇବାକୁ ଚେଷ୍ଟା କରିଥିଲେ ପୂର୍ବତନ କୃଷି ମନ୍ତ୍ରୀ ଅରୁଣ ସାହୁ l
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.