Latest Odisha News

BREAKING NEWS

ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ କରୋନା ପଜିଟିଭ

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ସ୍ୱାବ ନମୁନା ରିପୋର୍ଟ ପଜିଟିଭ ଆସିଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ମୁଁ ଆଜି କରୋନା ପଜିଟିଭ ଥିବା ଜଣାପଡିଛି । ତାଥାପି ମୁଁ ସୁସ୍ଥ ଅଛି ବୋଲି ସେ କହିଛନ୍ତି । ଗତ ସପ୍ତାହ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଥିଲେ ସେମାନଙ୍କୁ ଡାକ୍ତରଙ୍କ ପରାମର୍ଶ ନେବା ପାଇଁ ସୌମ୍ୟ ରଂଜନ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.