ପଦ୍ମପୁର : କଳାହାଣ୍ଡି ବିଜେପିର ସାଧାରଣ ସମ୍ପାଦକ ତଥା କଳାହାଣ୍ଡି କୃଷକ ମୋର୍ଚ୍ଚା ନେତା ସୁଧୀର ପାଟ୍ଟଯୋଶୀ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ଟଙ୍କା ବାଣ୍ଟୁଥିବା ଲୋକେ ଧରିଥିଲେ । ପାଇକମାଳ କେଚୋଦାଦରସ୍ଥିତ ଛେଳିମାଳ ଗାଁରେ ସେ ଟଙ୍କା ବାଣ୍ଟୁଥିବା ଭିଡିଓ ଥିବା ପେନଡ୍ରାଇଭକୁ ପ୍ରମାଣ ଭାବେ ସିଇଓଙ୍କ ଠାରେ ଦାଖଲ କରିଛି ବିଜେଡି । ଭୋଟ୍ ଦିନ ବି ପ୍ରଦୀପ ପୁରୋହିତ ଟଙ୍କା ବାଣ୍ଟୁଛି ବୋଲି ଅଭିଯୋଗ ଆଣି ବିଜେଡି ସୁଧୀର ପାଟ୍ଟଯୋଶୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.