Latest Odisha News

BREAKING NEWS

ବିଜେଡ଼ି ଲୋକସଭା ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ !

କଟକ: ଓଲିଉଡ଼ ଷ୍ଟାର୍ ତଥା କେନ୍ଦ୍ରାପଡ଼ା ଲୋକସଭା ଆସନର ବିଜେଡ଼ି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ଦିଆଯାଇଥିବା ନେଇ ସେ ପୁରୀଘାଟ ଥାନାରେ ଅଭିଯୋଗ କରିଛନ୍ତି ।

ଥାନାରେ ଦେଇଥିବା ଅଭିଯୋଗ ଅନୁଯାୟୀ, ତାଙ୍କର ଫୋନ ୱାଟସଆପରେ କେହି ଅଜଣା ବ୍ୟକ୍ତି ମେସେଜ୍ ମାଧ୍ୟମରେ ୧୦ ଲକ୍ଷ ଟଙ୍କା ନ’ଦେଲେ ଜୀବନରୁ ମାରିଦେବାର ଧମକ ଦେଇଛନ୍ତି ।

ଏହି ଧମକପୂର୍ଣ୍ଣ ମେସେଜ୍ ପାଇବାପରେ ଅନୁଭବ ପୁରୀଘାଟ ଥାନାରେ ଅଭିଯୋଗ କରିଛନ୍ତି ।

Leave A Reply

Your email address will not be published.