ନୂଆଦିଲ୍ଲୀ: ନବନିର୍ବାଚିତ ଭାରତର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ବିଜେଡି ସାଂସଦ । ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ପୁରୀ ସାଂସଦ ପିନାକୀ ମିଶ୍ର ଏବଂ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଉପରାଷ୍ଟ୍ରପତିଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ ଜଣାଇଥିଲା ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.