Latest Odisha News

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ: ନବନିର୍ବାଚିତ ଭାରତର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ବିଜେଡି ସାଂସଦ । ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ପୁରୀ ସାଂସଦ ପିନାକୀ ମିଶ୍ର ଏବଂ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଉପରାଷ୍ଟ୍ରପତିଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ ଜଣାଇଥିଲା  ।

Leave A Reply

Your email address will not be published.